Aman Prem avatar

ରାଜ୍ୟରୁ ନୂତନ ଚିହ୍ନଟ ହେଲେ ୧୦୦୩୧ କରୋନା ଆକ୍ରାନ୍ତ

amanprem

Published: 10 May 2021 › Updated: 10 May 2021ରାଜ୍ୟରୁ ନୂତନ ଚିହ୍ନଟ ହେଲେ ୧୦୦୩୧ କରୋନା ଆକ୍ରାନ୍ତ

ରାଜ୍ୟରୁ ନୂତନ ଚିହ୍ନଟ ହେଲେ ୧୦୦୩୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ଭାଇରସ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୬୨୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୪୦୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।

ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୫୪୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୪୮୭୩ ରହିଥିବା ବେଳେ ଏହି ରୋଗରୁ ୪୪୭୮୬୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୪୭୬୦ ଜଣ ଚିକିତ୍ସିତ ହେଉଛନ୍ତି ।

Leave ରାଜ୍ୟରୁ ନୂତନ ଚିହ୍ନଟ ହେଲେ ୧୦୦୩୧ କରୋନା ଆକ୍ରାନ୍ତ to:

Written by

A builder by Profession and a photographer by Passion. Success to me is about imagination. Co-founder of Tilted Lens...Founder of ATR News

Read more #atrnews-odishacoronanewcases posts


Best Posts From Aman Prem

We have not curated any of amanprem's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.

More Posts From Aman Prem