Aman Prem avatar

ଭାରତର କିମ୍ବଦନ୍ତୀ ବ୍ୟାଡମିଣ୍ଟନ ଖେଳାଳି ନନ୍ଦୁ ନାଟେକରଙ୍କ ଦେହାନ୍ତ

amanprem

Published: 28 Jul 2021 › Updated: 28 Jul 2021ଭାରତର କିମ୍ବଦନ୍ତୀ ବ୍ୟାଡମିଣ୍ଟନ ଖେଳାଳି ନନ୍ଦୁ ନାଟେକରଙ୍କ ଦେହାନ୍ତ

ଭାରତର କିମ୍ବଦନ୍ତୀ ବ୍ୟାଡମିଣ୍ଟନ ଖେଳାଳି ନନ୍ଦୁ ନାଟେକରଙ୍କ ଦେହାନ୍ତ

ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ):ଦୁଃଖଦ ଖବର । ଚାଲିଗଲେ ମହାନ ବ୍ୟାଡମିଣ୍ଟନ ଖେଳାଳୀ ନନ୍ଦୁ ନାଟେକର । ଆଜି ସକାଳୁ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ହେବ ଅସୁସ୍ଥ ଥିଲେ ନନ୍ଦୁ । ବୟସାଧିକ ଯୋଗୁଁ ଆଜି ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ଏହି ବିୟୋଗରେ କ୍ରୀଡା କ୍ଷେତ୍ରରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

୧୯୫୬ ମସିହାରେ ଅନ୍ତର୍ଜାତୀୟ ସ୍ତରରେ ପଦକ ଜିତିବାରେ ପ୍ରଥମ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳୀ ଥିଲେ ନନ୍ଦୁ । ସେ ଶହେରୁ ଅଧିକ ଜାତୀୟ ଓ ଅନ୍ତର୍ଜାତୀୟ ପଦକ ନିଜ ନାଁରେ କରିଥିଲେ ।

Leave ଭାରତର କିମ୍ବଦନ୍ତୀ ବ୍ୟାଡମିଣ୍ଟନ ଖେଳାଳି ନନ୍ଦୁ ନାଟେକରଙ୍କ ଦେହାନ୍ତ to:

Written by

A builder by Profession and a photographer by Passion. Success to me is about imagination. Co-founder of Tilted Lens...Founder of ATR News

Read more #atrnews posts


Best Posts From Aman Prem

We have not curated any of amanprem's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.

More Posts From Aman Prem