
ରାଜ୍ୟରୁ ପୁଣି ବାହାରିଲେ ଆଉ ୬୬ କରୋନା ରୋଗୀ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
https://twitter.com/IPR_Odisha/status/1371351612329848834?s=20
- IPR_Odisha
https://twitter.com/IPR_Odisha/status/1371351614620016642?s=20
- IPR_Odisha
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୯୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୨୫୮ ରହିଥିବା ବେଳେ ଏହି ରୋଗରୁ ୩୩୫୬୬୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୨୭ ଜଣ ଚିକିତ୍ସିତ ହେଉଛନ୍ତି ।
Leave ରାଜ୍ୟରୁ ପୁଣି ବାହାରିଲେ ଆଉ ୬୬ କରୋନା ରୋଗୀ to:
Read more #atrnews-odishacoronanewcases posts
Best Posts From Aman Prem
We have not curated any of amanprem's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.
More Posts From Aman Prem
- The Tamanna Show -Episode -04 (Human Body)
- ଡିଜିଟାଲ ପ୍ଲାଟଫର୍ମରେ ଏହି ତାରିଖରେ ରିଲିଜ୍ ହେବ ବିଦ୍ୟୁତ ଜାମୱାଲଙ୍କ ଫିଲ୍ମ ‘ସନକ’
- ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦାମ୍
- ୟୁଟ୍ୟୁବର ବଡ ଘୋଷଣା, ଏଣିକି କୋଭିଡ ଟୀକା ସହ ଜଡିତ ଭୁଲ ତଥ୍ୟ ଉପରେ ହେବ କାର୍ଯ୍ୟକାରୀ
- ପିପିଲି ଉପନିର୍ବାଚନ: ଭୋଟ ଦେଲେ ୩ ରାଜନୈତିକ ଦଳର ପ୍ରାର୍ଥୀ
- ଦେଶରେ ଗୋଟେଦିନରେ ୨୩,୫୨୯ କରୋନା ମାମଲା ଚିହ୍ନଟ
- ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ
- ରାଜ୍ୟରୁ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୦୨ କରୋନା ରୋଗୀ
- ମୋଦି ସରକାରଙ୍କ ନିଷ୍ପତି, ରେଲୱେ ଦୁଇଟି ପ୍ରକଳ୍ପ ସମେତ ପିଏମ ପୋଷଣ ଯୋଜନାକୁ ମଞ୍ଜୁରୀ
- ଜାଣନ୍ତୁ କେବେଠୁ ଆରମ୍ଭ ନବରାତ୍ରୀ