
ପିପିଲି ଉପନିର୍ବାଚନ: ଭୋଟ ଦେଲେ ୩ ରାଜନୈତିକ ଦଳର ପ୍ରାର୍ଥୀ
ପୁରୀ (ଏଟିଆର ବ୍ୟୁରୋ): ପିପିଲ ଉପନିର୍ବାଚନ ପାଇଁ ଆଜି ଚାଲିଛି ଭୋଟିଂ । ଭୋଟ ବୁଥ୍ ରେ ମତଦାନ କରୁଛନ୍ତି ଭୋଟର । ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ତିନୋଟି ପ୍ରମୁଖ ରାଜନୈତିକ ଦଳ ପ୍ରାର୍ଥୀ ଭୋଟ୍ ବୁଥରେ ସେମାନଙ୍କର ଭୋଟ ଦେଇଛନ୍ତି । ଏହାସହିତ ସେମାନଙ୍କ ପରିବାର ମଧ୍ୟ ଭୋଟ ଦେଇଛନ୍ତି ।
ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ତାଙ୍କ ପରିବାର ସଦସ୍ୟ ତଥା ମା ପ୍ରତିଭା ମହାରଥୀ, ପତ୍ନୀ ଜାଗୃତି ମହାରଥୀ, ଭଉଣୀ ପଲ୍ଲବି ଏବଂ ଭିଣୋଇ ଅର୍ଦ୍ଧେନ୍ଦୁଙ୍କ ସହ ଭୋଟ ବୁଥ୍ ରେ ପହଁଚି ଭୋଟ ଦେଇଛନ୍ତି ।
ସେହିପରି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଏବଂ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେସନ ହରିଚନ୍ଦନ ମହାପାତ୍ର ମଧ୍ୟ ନିଜର ମତଦାନ କରିଛନ୍ତି ।
Leave ପିପିଲି ଉପନିର୍ବାଚନ: ଭୋଟ ଦେଲେ ୩ ରାଜନୈତିକ ଦଳର ପ୍ରାର୍ଥୀ to:
Read more #atrnews-odishapoliticspipilibyelection posts
Best Posts From Aman Prem
We have not curated any of amanprem's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.
More Posts From Aman Prem
- The Tamanna Show -Episode -04 (Human Body)
- ଡିଜିଟାଲ ପ୍ଲାଟଫର୍ମରେ ଏହି ତାରିଖରେ ରିଲିଜ୍ ହେବ ବିଦ୍ୟୁତ ଜାମୱାଲଙ୍କ ଫିଲ୍ମ ‘ସନକ’
- ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦାମ୍
- ୟୁଟ୍ୟୁବର ବଡ ଘୋଷଣା, ଏଣିକି କୋଭିଡ ଟୀକା ସହ ଜଡିତ ଭୁଲ ତଥ୍ୟ ଉପରେ ହେବ କାର୍ଯ୍ୟକାରୀ
- ପିପିଲି ଉପନିର୍ବାଚନ: ଭୋଟ ଦେଲେ ୩ ରାଜନୈତିକ ଦଳର ପ୍ରାର୍ଥୀ
- ଦେଶରେ ଗୋଟେଦିନରେ ୨୩,୫୨୯ କରୋନା ମାମଲା ଚିହ୍ନଟ
- ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ
- ରାଜ୍ୟରୁ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୦୨ କରୋନା ରୋଗୀ
- ମୋଦି ସରକାରଙ୍କ ନିଷ୍ପତି, ରେଲୱେ ଦୁଇଟି ପ୍ରକଳ୍ପ ସମେତ ପିଏମ ପୋଷଣ ଯୋଜନାକୁ ମଞ୍ଜୁରୀ
- ଜାଣନ୍ତୁ କେବେଠୁ ଆରମ୍ଭ ନବରାତ୍ରୀ