Published: 14 Dec 2019 › Updated: 14 Dec 2019
ବୋମା ବିସ୍ଫୋରଣ, ୩ ମୃତ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦକ୍ଷୀଣ ନେପାଳର ଧନୁଷ ଜିଲ୍ଲାରେ ଭୀଷଣ ବୋମା ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣରେ ପାଖାପାଖି ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି ।
ମିଡିଆ ରିପୋର୍ଟ ମୁତାବକ, ଧନୁଷ ଜିଲ୍ଲାର ମହେନ୍ଦ୍ର ନଗର ପାଲିକା-୫ ଅଞ୍ଚଳରେ ଏହି ବିସ୍ଫୋରଣ ହୋଇଛି । ଏଥିରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ହେଉଛନ୍ତି ଶିନାଖତ ରାଜେଶ ଶାହ (୪୫), ତାଙ୍କ ପୁଅ ଆନନ୍ଦ ଶାହା (୨୫) ଏବଂ ପୋଲିସ ଇନ୍ସପେକ୍ଟର ଅମୀର କୁମାର ଦହଲ ।
ସେହିପରି ଆହତ ହୋଇଥିବା ବ୍ୟକ୍ତି ହେଉଛନ୍ତି ଅଞ୍ଜଳୀ ଶାହା (୧୯), ପ୍ରକାଶ ଶାହା (୧୫) । ଆହତଙ୍କୁ ଚିକିତ୍ସା କରିବା ଲାଗି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅପରପକ୍ଷେ ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।
Leave ବୋମା ବିସ୍ଫୋରଣ, ୩ ମୃତ to:
Read more #steempress posts
Best Posts From Aman Prem
We have not curated any of amanprem's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.
More Posts From Aman Prem
- The Tamanna Show -Episode -04 (Human Body)
- ଡିଜିଟାଲ ପ୍ଲାଟଫର୍ମରେ ଏହି ତାରିଖରେ ରିଲିଜ୍ ହେବ ବିଦ୍ୟୁତ ଜାମୱାଲଙ୍କ ଫିଲ୍ମ ‘ସନକ’
- ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦାମ୍
- ୟୁଟ୍ୟୁବର ବଡ ଘୋଷଣା, ଏଣିକି କୋଭିଡ ଟୀକା ସହ ଜଡିତ ଭୁଲ ତଥ୍ୟ ଉପରେ ହେବ କାର୍ଯ୍ୟକାରୀ
- ପିପିଲି ଉପନିର୍ବାଚନ: ଭୋଟ ଦେଲେ ୩ ରାଜନୈତିକ ଦଳର ପ୍ରାର୍ଥୀ
- ଦେଶରେ ଗୋଟେଦିନରେ ୨୩,୫୨୯ କରୋନା ମାମଲା ଚିହ୍ନଟ
- ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ
- ରାଜ୍ୟରୁ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୦୨ କରୋନା ରୋଗୀ
- ମୋଦି ସରକାରଙ୍କ ନିଷ୍ପତି, ରେଲୱେ ଦୁଇଟି ପ୍ରକଳ୍ପ ସମେତ ପିଏମ ପୋଷଣ ଯୋଜନାକୁ ମଞ୍ଜୁରୀ
- ଜାଣନ୍ତୁ କେବେଠୁ ଆରମ୍ଭ ନବରାତ୍ରୀ