Aman Prem avatar

ଦେଶରେ ଗୋଟେଦିନରେ ୩୧,୯୨୩ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

amanprem

Published: 23 Sept 2021 › Updated: 23 Sept 2021ଦେଶରେ ଗୋଟେଦିନରେ ୩୧,୯୨୩ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଗୋଟେଦିନରେ ୩୧,୯୨୩ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୧,୯୨୩ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୨୮୨ ଜଣଙ୍କର ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଏପର୍ଯ୍ୟନ୍ତ ମୋଟ ୩,୨୮,୧୫,୭୩୧ ଜଣ ରୋଗୀ ସୁସ୍ଥ ହୋଇ ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୩,୦୧,୬୦୪ ଟି ସକ୍ରିୟ ମାମଲା ରହିଛି ।

Leave ଦେଶରେ ଗୋଟେଦିନରେ ୩୧,୯୨୩ ହଜାର କରୋନା ଆକ୍ରାନ୍ତ ଚିହ୍ନଟ to:

Written by

A builder by Profession and a photographer by Passion. Success to me is about imagination. Co-founder of Tilted Lens...Founder of ATR News

Read more #atrnews-indiacoronaupdate posts


Best Posts From Aman Prem

We have not curated any of amanprem's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.

More Posts From Aman Prem