Published: 14 Sept 2021 › Updated: 14 Sept 2021

ରାଜ୍ୟରୁ ଗୋଟେଦିନରେ କରୋନା ନେଲା ୪ ଜୀବନ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିବା ଫଳରେ ଆଶ୍ୱସ୍ତି ମିଳିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୪ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୦୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨ଜଣ ରହିଥିବା ବେଳେ କଟକ ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।
Leave ରାଜ୍ୟରୁ ଗୋଟେଦିନରେ କରୋନା ନେଲା ୪ ଜୀବନ to:
Read more #atrnews-odishacoronadeath posts
Best Posts From Aman Prem
We have not curated any of amanprem's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.
More Posts From Aman Prem
- The Tamanna Show -Episode -04 (Human Body)
- ଡିଜିଟାଲ ପ୍ଲାଟଫର୍ମରେ ଏହି ତାରିଖରେ ରିଲିଜ୍ ହେବ ବିଦ୍ୟୁତ ଜାମୱାଲଙ୍କ ଫିଲ୍ମ ‘ସନକ’
- ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦାମ୍
- ୟୁଟ୍ୟୁବର ବଡ ଘୋଷଣା, ଏଣିକି କୋଭିଡ ଟୀକା ସହ ଜଡିତ ଭୁଲ ତଥ୍ୟ ଉପରେ ହେବ କାର୍ଯ୍ୟକାରୀ
- ପିପିଲି ଉପନିର୍ବାଚନ: ଭୋଟ ଦେଲେ ୩ ରାଜନୈତିକ ଦଳର ପ୍ରାର୍ଥୀ
- ଦେଶରେ ଗୋଟେଦିନରେ ୨୩,୫୨୯ କରୋନା ମାମଲା ଚିହ୍ନଟ
- ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ
- ରାଜ୍ୟରୁ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୦୨ କରୋନା ରୋଗୀ
- ମୋଦି ସରକାରଙ୍କ ନିଷ୍ପତି, ରେଲୱେ ଦୁଇଟି ପ୍ରକଳ୍ପ ସମେତ ପିଏମ ପୋଷଣ ଯୋଜନାକୁ ମଞ୍ଜୁରୀ
- ଜାଣନ୍ତୁ କେବେଠୁ ଆରମ୍ଭ ନବରାତ୍ରୀ