Aman Prem avatar

ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ

amanprem

Published: 30 Sept 2021 › Updated: 30 Sept 2021ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ

ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୬ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୯୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ to:

Written by

A builder by Profession and a photographer by Passion. Success to me is about imagination. Co-founder of Tilted Lens...Founder of ATR News

Read more #atrnews-odishacoronadeath posts


Best Posts From Aman Prem

We have not curated any of amanprem's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.

More Posts From Aman Prem