Published: 13 Sept 2021 › Updated: 13 Sept 2021

ଦେଶରେ ଗୋଟେଦିନରେ ୨୭,୨୫୪ ହଜାର କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୭,୨୫୪ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୨୧୯ ଜଣଙ୍କର ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଏପର୍ଯ୍ୟନ୍ତ ମୋଟ ୩,୨୪,୪୭,୦୩୨ ଜଣ ରୋଗୀ ସୁସ୍ଥ ହୋଇ ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୩,୭୪,୨୬୯ ଟି ସକ୍ରିୟ ମାମଲା ରହିଛି ।
Leave ଦେଶରେ ଗୋଟେଦିନରେ ୨୭,୨୫୪ ହଜାର କରୋନା ଆକ୍ରାନ୍ତ ଚିହ୍ନଟ to:
Read more #atrnews-indiacoronaupdate posts
Best Posts From Aman Prem
We have not curated any of amanprem's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.
More Posts From Aman Prem
- The Tamanna Show -Episode -04 (Human Body)
- ଡିଜିଟାଲ ପ୍ଲାଟଫର୍ମରେ ଏହି ତାରିଖରେ ରିଲିଜ୍ ହେବ ବିଦ୍ୟୁତ ଜାମୱାଲଙ୍କ ଫିଲ୍ମ ‘ସନକ’
- ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦାମ୍
- ୟୁଟ୍ୟୁବର ବଡ ଘୋଷଣା, ଏଣିକି କୋଭିଡ ଟୀକା ସହ ଜଡିତ ଭୁଲ ତଥ୍ୟ ଉପରେ ହେବ କାର୍ଯ୍ୟକାରୀ
- ପିପିଲି ଉପନିର୍ବାଚନ: ଭୋଟ ଦେଲେ ୩ ରାଜନୈତିକ ଦଳର ପ୍ରାର୍ଥୀ
- ଦେଶରେ ଗୋଟେଦିନରେ ୨୩,୫୨୯ କରୋନା ମାମଲା ଚିହ୍ନଟ
- ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ
- ରାଜ୍ୟରୁ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୦୨ କରୋନା ରୋଗୀ
- ମୋଦି ସରକାରଙ୍କ ନିଷ୍ପତି, ରେଲୱେ ଦୁଇଟି ପ୍ରକଳ୍ପ ସମେତ ପିଏମ ପୋଷଣ ଯୋଜନାକୁ ମଞ୍ଜୁରୀ
- ଜାଣନ୍ତୁ କେବେଠୁ ଆରମ୍ଭ ନବରାତ୍ରୀ